Srujanee Logo

ମହାପ୍ରଭୁଙ୍କ ଗର୍ଭଉଦକ ବନ୍ଦାପନା

ସର୍ବଂ ରହସ୍ୟଂ ପୁରୁଷୋତ୍ତମସ୍ୟ ଦେବୋ ନ ଜାନାତି କୁତୋ ମନୁଷ୍ୟଃ ଭାଦ୍ରବ ଶୁକ୍ଳ ପକ୍ଷ ଏକାଦଶୀ ଦିନ ସନ୍ଧ୍ୟା ଆଳତି ବେଶରେ ତିନି ଦିଅଁ ଛଅ ମୂର୍ତ୍ତି ସୁନା ଅଳଙ୍କାର ଲାଗି ହୁଅନ୍ତି। ଏହାପରେ ପାଣି ପଡ଼ି ଟେରା ବନ୍ଧାଯାଇ ସନ୍ଧ୍ୟା ଧୂପ ଛେକ ଛାମୁକୁ ଆସେ। ସନ୍ଧ୍ୟା ଧୂପ ପୂଜା ପରେ ଭିତରେ ପାଣିପଡ଼ି ଧୋପଖାଳ ପରେ ଜୟ ବିଜୟ ଦ୍ଵାର ବନ୍ଦ ହୁଏ। ଟେରା ବନ୍ଧା ହୋଇ ଅଣସର ପିଣ୍ଡିଠାରେ ଜେଉଡ଼(ଜେଉଟ) ଭୋଗ (ଶାଗ, ତରକାରୀ, ପିଠା, ଝିଲି, ଓରିଆ, ଖିରି ଇତ୍ୟାଦି) ରୋଷରୁ ଆସି ରଖା ହୁଏ।

Spiritual

•

26
Sep
2023 7:21 PM

•


ମହାପ୍ରଭୁଙ୍କ ଗର୍ଭଉଦକ ବନ୍ଦାପନା