ଶ୍ରୀମନ୍ଦିରର ଷୋଡ଼ଶ ମଣ୍ଡପ
ଶ୍ରୀମନ୍ଦିରରେ ଥିବା ବିଭିନ୍ନ ଷୋଡ଼ଶ ମଣ୍ଡପସବୁ ହେଲା :- ଭେଟ ମଣ୍ଡପ, ଚାହାଣୀ ମଣ୍ଡପ, ସ୍ନାନ ମଣ୍ଡପ, ପ୍ରସାଦ ମଣ୍ଡପ, ବୈକୁଣ୍ଠ ମଣ୍ଡପ, ବକୁଳ ମଣ୍ଡପ, ଭୋଗ ମଣ୍ଡପ, ମୁକ୍ତି ମଣ୍ଡପ, ମାଜଣା ମଣ୍ଡପ, ଜଳକ୍ରୀଡା ମଣ୍ଡପ, ନାଭିକଟା ମଣ୍ଡପ, ଦେବସଭା ମଣ୍ଡପ, ଅଚିନ୍ତା ମଣ୍ଡପ, ନାଟପା ମଣ୍ଡପ, ଆଡ଼ପ ମଣ୍ଡପ, ବଳି ମଣ୍ଡପ, ରତ୍ନ ମଣ୍ଡପ (ରତ୍ନ ବେଦୀ), ଦୋଳ ମଣ୍ଡପ (ଦୋଳ ବେଦୀ) ଓ ଯଜ୍ଞ ମଣ୍ଡପ ।
Spiritual
•
21
Mar 2024 10:44 AM
•